ସହାୟତା ପାଇଁ ନିବେଦନ
1 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ?
ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?
2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ
କେତେ କାଳ ମନେ ମନେ ପରାମର୍ଶ କରିବି?
କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?

+581 estão orando agora.
Junte-se à corrente de oração.