ସହାୟତା ପାଇଁ ପ୍ରାର୍ଥନା
1 ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ;
ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ;
ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।

+581 estão orando agora.
Junte-se à corrente de oração.