Pular para o conteúdo
Publicidade

ଗୀତସଂହିତା 145:8-12

8 ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ;

କ୍ରୋଧରେ ଧୀର ଓ ଦୟାରେ ମହାନ।

9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ;

ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।

10 ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ;

ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;

11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି

ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,

12 ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ

ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.