3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ,
କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।
4 ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ;
ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।