ସଦାପ୍ରଭୁଙ୍କ ଆବଶ୍ୟକତା
1 ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ?
ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ?
2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା
ଅନ୍ତଃକରଣରେ ସତ୍ୟ କହେ।
1 ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ?
ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ?
2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା
ଅନ୍ତଃକରଣରେ ସତ୍ୟ କହେ।