1 ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି;
ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।