Pular para o conteúdo
Publicidade

ଗୀତସଂହିତା 18:25,26

25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ;

ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;

26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.