2 ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ;
ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟିଗୋଚରରେ ଅଛି;
ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।