6 ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି
ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,
7 ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି
ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।