7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ;
ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି;
ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି;
ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।