4 ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।
5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ;
ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।