23 ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର;
ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି
ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।