16 ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା
ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
17 କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ
ଧାର୍ମିକକୁ ଧରି ରଖିବେ।