18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି
ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ;
ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।
18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି
ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ;
ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।