23 ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ
ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ;
କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।
23 ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ
ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି।
24 ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ;
କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।