25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି;
ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ
ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ;
ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି;
ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ
ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ;
ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।