28 କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି
ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ;
ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି;
ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
28 କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି
ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ;
ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି;
ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।