34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର,
ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ;
ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।