7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ;
ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ
ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।