Publicidade

Salmos 44

3 କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ,

କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ;

ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର

ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-