Publicidade

Salmos 44

6 ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ,

କିଅବା ମୋʼ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।

7 ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ

ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।

8 ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ

ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [ସେଲା]

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-