12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ;
କଲେ ତାହା ମୁଁ ସହ୍ୟ କରିପାରନ୍ତି;
କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ,
କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;
13 ମାତ୍ର ମୋʼ ପରି ମନୁଷ୍ୟ, ମୋହର ସଙ୍ଗୀ
ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।

+581 estão orando agora.
Junte-se à corrente de oração.