16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି;
ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି;
ଆଉ, ସେ ମୋʼ ରବ ଶୁଣିବେ।
16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି;
ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
17 ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି;
ଆଉ, ସେ ମୋʼ ରବ ଶୁଣିବେ।
+581 estão orando agora.
Junte-se à corrente de oração.