4 ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ
ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି,
ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
4 ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ
ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି,
ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।