Pular para o conteúdo
Publicidade

ଗୀତସଂହିତା 56:1,3,4,8,11

ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳତାର ପ୍ରାର୍ଥନା

1 ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ;

ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ।

3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।

4 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି;

ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ;

ମନୁଷ୍ୟ ମୋର କଅଣ କରି ପାରିବ?

8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ।

ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ;

ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?

11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ;

ମନୁଷ୍ୟ ମୋହର କʼଣ କରି ପାରିବ?

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.