4 ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି;
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ;
ମନୁଷ୍ୟ ମୋର କଅଣ କରି ପାରିବ?