3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ;
ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
4 ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି;
ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ;
ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
4 ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି;
ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;