ପ୍ରଶଂସା ଓ ଧନ୍ୟବାଦ
1 ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ
ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।
2 ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ,
ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
3 ଅପରାଧ ମୋʼ ଉପରେ ପ୍ରବଳ ହୁଏ;
ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
1 ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ
ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।
2 ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ,
ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
3 ଅପରାଧ ମୋʼ ଉପରେ ପ୍ରବଳ ହୁଏ;
ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
+581 estão orando agora.
Junte-se à corrente de oração.