4 ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର
ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ;
ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍,
ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।