5 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର,
ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ;
ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ
ସମସ୍ତଙ୍କର ବିଶ୍ୱାସଭୂମି ଅଟ।