18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ,
ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
19 ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି,
ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ,
ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
19 ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି,
ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।