7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି;
ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ;
ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା]