5 ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ
ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା68:5 ସୁରକ୍ଷାକର୍ତ୍ତା ବିଚାରକର୍ତ୍ତା ଅଟନ୍ତି।
6 ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି;
ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି;
ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି।