26 କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି
ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।
27 ସେମାନଙ୍କ ଅପରାଧରେ ଅପରାଧ ଯୋଗ କର
ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
28 ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ
ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।

+581 estão orando agora.
Junte-se à corrente de oração.