10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ;
ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।
11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ;
ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ;
ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।
11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ;
ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।