9 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।