9 ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ
ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
10 କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ।
ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।