Pular para o conteúdo
Publicidade

ଗୀତସଂହିତା 91:1,2

ସଦାପ୍ରଭୁ ଆମର ରକ୍ଷାକର୍ତ୍ତା

1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ,

ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।

2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, "ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ;

ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.