11 କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା
କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।
12 ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ,
ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।
11 କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା
କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।
12 ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ,
ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।