2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, "ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ;
ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।"
3 କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ
ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, "ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ;
ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।"
3 କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ
ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
+581 estão orando agora.
Junte-se à corrente de oração.