9 କାରଣ ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ।
ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।
10 ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ,
କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ।
9 କାରଣ ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ।
ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।
10 ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ,
କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ।