ଧନ୍ୟବାଦ ସ୍ତୁତି
1 ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ,
ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
2 ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ,
ବୀଣାର ଗମ୍ଭୀର ଧ୍ୱନିରେ,
3 ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା
ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।

+581 estão orando agora.
Junte-se à corrente de oração.