14 ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ;
ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
15 ତଦ୍ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥିକ, ଏହା ପ୍ରକାଶିତ ହେବ;
ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।