7 କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର,
ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ।
ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।
8 ଯେପରି ମିରୀବାଃ95:8 ମିରୀବାଃ ଯାହାର ଅର୍ଥ କଳହ ନିକଟରେ ଉତ୍ତେଜିତ ହେବା ସମୟରେ,
ଯେପରି ପ୍ରାନ୍ତର ମଧ୍ୟରେ ମଃସା95:8 ମଃସା ଯାହାର ଅର୍ଥ ପରୀକ୍ଷା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;