14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ; 15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।