18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।