ବାକ୍ୟର ଶ୍ରୋତା ଏବଂ କାର୍ଯ୍ୟକାରୀ
19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, 20 କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।