Pular para o conteúdo
Publicidade

ଯାକୁବ 1:19,21-25

ବାକ୍ୟର ଶ୍ରୋତା ଏବଂ କାର୍ଯ୍ୟକାରୀ

19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, 21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର। 22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ। 23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, 24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ। 25 କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.