ବିଶ୍ୱାସର ପରୀକ୍ଷା
2 ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, 3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।