3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। 4 ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।